ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 142:1

Notes

No Verse Added

ଗୀତସଂହିତା 142:1

1
ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
2
ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।
3
ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।
4
ମାରେ ଚତୁଃପାଶର୍‌ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
5
ସଦାପ୍ରଭୁ, ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକେ : ସଦାପ୍ରଭୁ ତୁମ୍ଭେ ମାରେ ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ୟାହା ମୁଁ ଜୀବନରେ ଦରକାର କରେ।
6
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।
7
ଏହି ଫାନ୍ଦରୁ ମାେତେ ଉଦ୍ଧାର କରିବାରେ ସାହାୟ୍ଯ କର। ୟପରେିକି ମୁଁ ତୁମ୍ଭ ନାମକୁ ଧନ୍ଯବାଦ ଦଇପୋରିବି। ଧାର୍ମିକମାନେ ମାେ ସହିତ ପାଳନ କରିବେ, କାରଣ ତୁମ୍ଭେ ମାରେ ଯତ୍ନ ନଲେ।
×

Alert

×

oriya Letters Keypad References