ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 150:1

Notes

No Verse Added

ଗୀତସଂହିତା 150:1

1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।
2
ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3
ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !
4
ଦାରା ବାଦ୍ଯ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ବଂଶୀରେ ତାଙ୍କର ପ୍ରଶଂସା କର।
5
ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର।
6
ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !
×

Alert

×

oriya Letters Keypad References