ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 43:1

Notes

No Verse Added

ଗୀତସଂହିତା 43:1

1
ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ମିଥ୍ଯା ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।
2
ହେ ପରମେଶ୍ବର, ତୁମ୍ଭେ ହିଁ ମାରେ ବଳସ୍ବରୂପ। କାହିଁକି ତୁମ୍ଭେ ମାେତେ ଛାଡ଼ି ଚାଲିୟିବ ? କାହିଁକି ମୁଁ ଏତେ ଦୁଃଖ ପାଇବି ? କାରଣ ମାରେ ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ।
3
ହେ ପରମେଶ୍ବର, ତୁମ୍ଭର ଲୋକ ସତ୍ଯତାର ବାର୍ତ୍ତା ମାେ ନିକଟକୁ ପ୍ରରେିତ ହେଉ। ତୁମ୍ଭର ଆଲୋକ ସତ୍ଯତା ମାରେ ପଥ ପ୍ରଦର୍ଶକ ହେଉ। ସମାନେେ ମାେତେ ବାଟ ଦଖାଇେ ତୁମ୍ଭର ପବିତ୍ର ପର୍ବତକୁ ନଇେଯିବେ। ସମାନେେ ମାେତେ ତୁମ୍ଭର ପବିତ୍ର ଗୃହକୁ ପଥ ଦଖାଇବେେ।
4
ମୁଁ ପରମେଶ୍ବରଙ୍କ ୟଜ୍ଞବଦେୀ ନିକଟକୁ ଆସିବି। ମୁଁ ପରମେଶ୍ବରଙ୍କ ନିକଟକୁ ୟିବି, ୟିଏ ମାେତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ଏହି ବୀଣା ବାଦ୍ଯୟନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।
5
ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
×

Alert

×

oriya Letters Keypad References