ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 75:1

Notes

No Verse Added

ଗୀତସଂହିତା 75:1

1
ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭମାନେେ ତୁମ୍ଭଙ୍କୁ ଧନ୍ଯବାଦ କରୁଛ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ସକଳ ବର୍ଣ୍ଣନା କରନ୍ତି।
2
ପରମେଶ୍ବର କହିଲେ, "ମୁଁ ବିଚାର ଦିନ ନିରୂପିତ କଲେ। ମୁଁ ନିରପେକ୍ଷଭାବେ ବିଚାର କରିବି।
3
ପୃଥିବୀ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।"
4
"କିଛି ଲୋକ ବହୁତ ଗର୍ବୀ, ସମାନେେ ଭାବନ୍ତି ସମାନେେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ଯବ୍ଯକ୍ତି ବୋଲି ଭାବନ୍ତି। କିନ୍ତୁ ମୁଁ ସହେି ଲୋକମାନଙ୍କୁ ହେ, "ଆତ୍ମଶ୍ଲାଘା ହୁଅ ନାହିଁ' "ଗର୍ବ କର ନାହିଁ।"'
6
କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।
7
ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।
8
ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ୟାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ଯରେ ପୂର୍ଣ୍ଣ ସେ ତହିଁରୁ ଢ଼ାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀଯ ନିଗାଡ଼ି ପିଇବେ।
9
ମୁଁ ଏହିସବୁ ବିଷଯରେ ସଦାକାଳ ପ୍ରଚାର କରିବି। ମୁଁ ଇଶ୍ରାୟେଲ ପରମେଶ୍ବରଙ୍କର ପ୍ରଶଂସା କରିବି।
10
ପରମେଶ୍ବର କହନ୍ତି, "ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।"
×

Alert

×

oriya Letters Keypad References