ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 98:1

Notes

No Verse Added

ଗୀତସଂହିତା 98:1

1
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !
2
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।
3
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।
4
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
5
ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।
6
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
7
ବଂଶୀ ବଜାଅ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।
8
ସମୁଦ୍ର ଜଗତ ତହିଁର ଜୀବ ସକଳ ସମସ୍ତେ ଗାନ କର।
9
ନଦନଦୀଗଣ କରତାଳି ଦିଅ !ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର।
×

Alert

×

oriya Letters Keypad References