43 |
ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।"
|