8 |
ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।
|
18 |
"ଇଶ୍ରାୟେଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ୟାଅ। ତୁମ୍ଭମାନେେ ତାଙ୍କୁ କହିବ, 'ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନଯ କରୁଅଛୁ, ତିନିଦିନ ମରୁଭୂମି ମଧ୍ଯକୁ ୟାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।'
|