2 |
ମୁଁ ନିଦ୍ରିତା ଥିଲି, ମାତ୍ର ମାରେ ହୃଦଯ ଜାଗ୍ରତ ଥିଲା। ଏତ ମାେ ପ୍ରିଯତମଙ୍କ ରବ। ସେ ଦ୍ବାର ରେ ଆଘାତ କରି କହୁଛନ୍ତି, "ଆଗୋ ମାରେ ଭଗିନୀ, ମାରେ ପ୍ରିୟେ, ମାରେ କପୋତୀ, ମାହେର ଶୁଦ୍ଧମତି ମାେ ପାଇଁ ଦ୍ବାର ଫିଟାଅ। କାରଣ ମାରେମସ୍ତକ ଶିଶିର ରେ ମାହେର କେଶ ରାତ୍ରିର ଜଳ ବିନ୍ଦୁ ରେ ପରିପୂର୍ଣ୍ଣ।"
|