1 |
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।
|