7 |
"ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ," ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।
|
8 |
ସଦାପ୍ରଭୁ କୁହନ୍ତି, "ଆମ୍ଭେ ଯେଉଁ ସମୟରେ ଦୟା ଦଖାଇବୋ କଥା ସହେି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନ ରେ ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସମାନଙ୍କେର ଧ୍ବଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ବରୂପ ନିୟୁକ୍ତ କରିବା।
|