21 |
ନିଜ ବିଷଯ ରେ ସଦାପ୍ରଭୁ କୁହନ୍ତି, " ସମାନଙ୍କେ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପ ରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ଯସବୁ ତୁମ୍ଭ ମୁଖ ରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ଯାବଧି ଅନନ୍ତକାଳ ପର୍ୟ୍ଯନ୍ତ ଦୂର କରାୟିବ ନାହିଁ।'
|