3 |
ଯେ ଗୋବଧ କରେ ସେ ନରହତ୍ଯାକାରୀ ପରି ହୁଏ, ଯେ ମଷେଶାବକ ବଳିଦାନ କରେ ଯେ କୁକୁରର ବକେ କାଟିଲା ଲୋକପରି ହୁଏ, ଯେ ନବୈେଦ୍ଯ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦବେତାର ଧନ୍ଯବାଦ କରିବା ଲୋକପରି ହୁଏ। ସମାନେେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସମାନଙ୍କେର ଆତ୍ମା ନିଜର ଘୃଣା ଯୋଗ୍ଯ ବିଷଯ ରେ ସନ୍ତୁଷ୍ଟ ହୁଏ।
|
19 |
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
|