19 |
କେତକେ ଲୋକ କୁହନ୍ତି, "ଭବିଷ୍ଯତ୍ ବକ୍ତା ଓ ଗୁଣିଆ ମାନଙ୍କୁ କ'ଣ କରିବାକୁ ହବେ ପଚାର।' ଏହି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ପକ୍ଷୀପରି ଗୁଣୁଗୁଣୁ ହାଇେ ମନ୍ତ୍ର କୁହନ୍ତି, ଫଳ ରେ ଲୋକମାନେ ଭାବନ୍ତି ସମାନେେ ବହୁ ଗୋପନୀଯ ମୃତ ଓ ଜୀବିତମାନଙ୍କ ବିଷଯ ରେ ଜାଣନ୍ତି। ମାତ୍ର ମୁଁ ତୁମ୍ଭକୁ କହୁଛି ଯେ ଲୋକମାନେ ସମାନଙ୍କେର ପରମେଶ୍ବରଙ୍କୁ ସାହାୟ୍ଯ ଭିକ୍ଷା କରିବା ଉଚିତ୍। ସହେି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ମୃତ ବ୍ଯକ୍ତିଙ୍କ ବିଷଯ ରେ ପଚାରନ୍ତି। ସମାନେେ କ'ଣ ଜୀବିତମାନଙ୍କ ବିଷଯ ରେ ମୃତମାନଙ୍କଠାରୁ ଜାଣିପାରିବେ ?
|