4 |
କାରଣ ସଦାପ୍ରଭୁ କହନ୍ତି, 'ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା, ଯେ ତୁମ୍ଭ ପାଇଁ ଯାହା ଘଟିବ, ସେଥି ରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହବେେ। ଏବଂ ସମାନେେ ସମାନଙ୍କେର ଶତ୍ରୁଗଣର ଖଡ୍ଗ ରେ ନିହତ ହବେେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତ ରେ ଦବୋ, ତା'ପ ରେ ସମାନଙ୍କେୁ ବନ୍ଦୀ କରି ବାବିଲକୁ ନଇୟିବୋ ଓ ସମାନଙ୍କେୁ ସଠାେ ରେ ହତ୍ଯା କରାୟିବ।
|
9 |
ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, "ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ।" ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।
|
10 |
ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, "ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।"
|
11 |
କିନ୍ତୁ ସଦାପ୍ରଭୁ ମାେ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମାେତେ ଆଶ୍ରଯ ଦଇେଅଛନ୍ତି। ତେଣୁ ମାରେ ତାଡ଼ନାକାରୀମାନେ ବିଫଳ ହବେ ଓ ମାେତେ ପରାସ୍ତ କରିପାରିବେ ନାହିଁ। ସମାନେେ ଘାରେ ଅପମାନିତ ହବେ କାରଣ ସମାନେେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶଷେ କରିପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ଯସ୍ଥାଯୀ ହବେ ଓ ଲୋକେ ତାହା ଭୁଲିବେ ନାହିଁ।
|