2 |
ପଶ୍ହୂର ଓ ସଫନିଯ ଯିରିମିୟଙ୍କୁ କହିଲେ, "ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷ ରେ ସମସ୍ତ ଆଶ୍ଚର୍ୟ୍ଯ କ୍ରିଯା କରିପାରନ୍ତି, ଯେପରି ସେ ଅତୀତ ରେ କରିଥିଲେ। ଆଉ ମଧ୍ଯ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।"
|
7 |
ଏସବୁ ଘଟିଲା ପ ରେ ସଦାପ୍ରଭୁ କହନ୍ତି, "ଆମ୍ଭେ ଯିହୁଦା ରାଜା ସିଦିକିଯଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସମାନଙ୍କେୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତ ରେ, ସମାନଙ୍କେ ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେ ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ଆଉ ସମାନେେ ସମାନଙ୍କେୁ ଦୟା, କରୁଣା ଓ କ୍ଷମା ନ କରି ଖଡ୍ଗ ରେ ବଧ କରିବେ।'
|