1 |
"ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ।" ଏହା ସଦାପ୍ରଭୁ କହନ୍ତି।
|
25 |
ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।"
|