35 |
" ସମାନେେ ହିନ୍ନୋମ ପୁତ୍ରର ଉପତ୍ୟକା ରେ ବାଲ୍ଦବରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସମାନେେ ମାେଲକର ଉଦ୍ଦେଶ୍ଯ ରେ ଆପଣା ପୁତ୍ର କନ୍ଯାଗଣଙ୍କୁ ଅଗ୍ନି ମଧ୍ଯଦଇେ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ଯକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦଇେ ନାହୁଁ କିଅବା ଆମ୍ଭ ମନ ରେ ତାହା ଉଦଯ ହାଇେ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସମାନେେ ଏହା କରିଛନ୍ତି।
|
44 |
ଲୋକମାନେ ବିନ୍ଯାମୀନ ପ୍ରଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନ ରେ, ଯିହୁଦାର ନଗର ସମୂହ ରେ, ପାର୍ବତୀଯ, ପ୍ରଦେଶସ୍ଥ ନାନା ନଗର ରେ, ନିମ୍ନ ଭୂମିସ୍ଥ ନଗରମାନଙ୍କ ରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ଯଦଇେ କ୍ଷେତ୍ର କ୍ରଯ କରିବେ ଓ ଦଲିଲ ସ୍ବାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବ ଅବସ୍ଥାରୁ ମୁକ୍ତ କରିବା।"
|