7 |
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ହେ ୟିହୁଖଲ ଓ ସଫନିଯ, ଯିହୁଦାର ରାଜା ସିଦିକିଯ ଆମ୍ଭକୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭମାନେେ ତାଙ୍କୁ ୟାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାୟ୍ଯ ପାଇଁ ଫାରୋର ଯେଉଁ ସୈନ୍ଯମାନେ ଆସିଛନ୍ତି, ସମାନେେ ନିଜ ଦେଶ ମିଶରକୁ ଫରେିଯିବେ।
|