3 |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।
|
6 |
ସମାନେେ ପରମେଶ୍ବରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସମାନଙ୍କେୁ ବଧ କରିବ ଓ ସନ୍ଧ୍ଯା କାଳୀନ ଗଧିଆ ସମାନଙ୍କେୁ ବିନାଶ କରିବ। ଚିତାବାଘ ସମାନଙ୍କେ ନଗର ସମୂହ ନିକଟରେ ଛକି ରହିବ। ଯେଉଁଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସମାନେେ ବହୁ ଅପରାଧ କରିଛନ୍ତି ଓ ସମାନେେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହାଇେଛନ୍ତି।
|
7 |
ପରମେଶ୍ବର ପୁଣି କହିଲେ, "ଏ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା ? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ଯାଗ କରିଛନ୍ତି। ଯେଉଁମାନେ ଈଶ୍ବର ନୁହଁନ୍ତି ସମାନେେ ସମାନଙ୍କେ ନାମ ରେ ଶପଥ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ସମସ୍ତ ଭୋଜନ ଦଇେ ପରିତୃପ୍ତ କରାଇଲେ ମଧ୍ଯ ସମାନେେ ବ୍ଯଭିଚାରୀ ହେଲେ। ସମାନେେ ଦଳ ଦଳ ହାଇେ ବେଶ୍ଯାମାନଙ୍କ ଗୃହ ରେ ବହୁ ସମୟ ଅତିବାହିତ କଲେ।
|
17 |
ସମାନେେ ତୁମ୍ଭମାନଙ୍କର ସଂଗୃହିତ ଶସ୍ଯ ଓ ରୋଟୀ ଭକ୍ଷଣ କରିବେ। ସମାନେେ ତୁମ୍ଭମାନଙ୍କ ପୁତ୍ରକନ୍ଯା ଗଣଙ୍କୁ ଭକ୍ଷଣ କରିବେ। ସମାନେେ ସମାନଙ୍କେର ମଷେ ଓ ଗାଈ ଗୁଡିକ ଭକ୍ଷଣ କରିବେ। ସମାନେେ ମଧ୍ଯ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡ଼ିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭମାନେେ ଯେଉଁ ସୁଦୃଢ଼ ନଗର ଉପ ରେ ବିଶ୍ବାସ କରିଅଛ, ସମାନେେ ସହେି ସବୁକୁ ଖଡ୍ଗ ରେ ଧ୍ବଂସ କରିବେ।"
|
22 |
"ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।
|