4 |
"ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହାଇେଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ବାରା ଅଶୁଚି ହାଇେଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆଯୁର ଶଷେ ଭାଗ ରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।
|
26 |
"ଯାଜକମାନେ ମାରେ ବ୍ଯବସ୍ଥା ଅବମାନନା କରିଛନ୍ତି ଓ ସମାନେେ ମାରେ ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସମାନେେ ପବିତ୍ର ଓ ଅପବିତ୍ର ମଧିଅରେ କିଛି ପ୍ରଭଦେ ରଖି ନାହାଁନ୍ତି, ସମାନେେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷଯ ରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସମାନେେ ମାରେ ବିଶ୍ରାମଦିନଗୁଡ଼ିକ ହଯେଜ୍ଞାନ କରନ୍ତି। ଏବଂ ମୁଁ ସମାନଙ୍କେ ପାଖ ରେ ନିକୃଷ୍ଟ ହାଇେଛି।
|