22 |
"ଅଶୂର ଓ ତାହାର ସମସ୍ତ ଜନସମାଜ ସଠାେ ରେ ଅଛନ୍ତି, ତାହାର କବର ସକଳ ତାହାର ଚତୁର୍ଦ୍ଦିଗ ରେ ଅଛି, ସମାନେେ ସମସ୍ତେ ହତ, ଖଡ୍ଗ ଦ୍ବାରା ପତିତ ହାଇେଅଛନ୍ତି। ଆଉ ଗର୍ତ୍ତର ଶଷେ ସୀମା ରେ ସମାନଙ୍କେୁ କବର ଦିଆୟାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗ ରେ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥା ରେ ଭୟ ଜନ୍ମାଉଥିଲେ ସମାନେେ ସମସ୍ତେ ଖଡ୍ଗ ରେ ନିହତ ହାଇେ ପତିତ ହାଇେଅଛନ୍ତି।
|
24 |
"ଏଲମ ଓ ତା'ର ଲୋକମାନେ ସଠାେ ରେ ଅଛନ୍ତି, ସମାନେେ ସମସ୍ତେ ୟୁଦ୍ଧ ରେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। ସମାନଙ୍କେର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗ ରେ ଅଛି। ଆଉ ସମାନଙ୍କେ କବରର ଚତୁର୍ଦ୍ଦିଗ ରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥା ରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥା ରେ କବରକୁ ୟାଇଛନ୍ତି। ସମାନେେ ଅନ୍ୟମାନଙ୍କ ସହିତ ସମାନଙ୍କେର ଅପମାନ ଭୋଗ କରିଅଛନ୍ତି।
|
25 |
ନିହତ ଲୋକମାନଙ୍କ ମଧିଅରେ ତା' ପାଇଁ ଗୋଟିଏ ଶୟ୍ଯା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା'ର କବରର ଚତୁର୍ଦ୍ଦିଗ ରେ ଅଛନ୍ତି। ସହେି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। କାରଣ ସମାନଙ୍କେ ଆତଙ୍କ ଜୀବିତମାନଙ୍କ ମଧିଅରେ ବ୍ଯାପିଗଲା। ସମାନେେ ସମାନଙ୍କେର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧିଅରେ ରହିଲେ।
|