17 |
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, " ହେ ମନୁଷ୍ଯ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରେତ୍ୟକକ ବନ୍ଯପଶୁକୁ କୁହ, 'ତୁମ୍ଭମାନେେ ଏକତ୍ର ହାଇେ ଆସ। ଆଉ ତୁମ୍ଭମାନେେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ୟଜ୍ଞର ଚାରିଆଡ଼େ ରୁଣ୍ଡ ହୁଅ। ମୁଁ ଇଶ୍ରାୟେଲ ପର୍ବତଗୁଡ଼ିକ ଉପ ରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାୟଜ୍ଞର ବନ୍ଦୋବସ୍ତ କରୁଅଛି।
|