9 |
ମାତ୍ର ତୁମ୍ଭମାନେେ ଯଦି ମାେତେ ସହେି ସ୍ବପ୍ନ ବିଷଯ ରେ ନ ଜଣାଅ ତବେେ ତୁମ୍ଭମାନେେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡାଇବା ପାଇଁ ତୁମ୍ଭମାନେେ ମାେ ସମ୍ମୁଖ ରେ ମିଥ୍ଯା ଓ ପ୍ରବଞ୍ଚନା ବାକ୍ଯ କହିବା ପାଇଁ ପ୍ରସ୍ତୁତ ହାଇେଅଛ। ଏଣୁ ତୁମ୍ଭମାନେେ ସ୍ବପ୍ନଟି ମାେତେ କୁହ, ତାହା ହେଲେ ତୁମ୍ଭମାନେେ ଯେ ତହିଁର ଅର୍ଥ ମାେ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।"
|