7 |
ଏହାପ ରେ ମୁଁ ରାତ୍ରିକାଳର ଦର୍ଶନ ରେ ଦେଖିଲି, ମାରେ ସମ୍ମୁଖ ରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶଯ ବଳବାନ୍ ଥିଲା ଓ ତାହାର ବଡ ବଡ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶଟି ଶିଙ୍ଗ ଥିଲା।
|