24 |
" ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।
|