6 |
ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀଯାସର ଓ ଈଥାମରଙ୍କୁ କହିଲେ, "ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦବୋଭଳି କାର୍ୟ୍ଯ କର ଓ ତୁମ୍ଭମାନେେ ମୃତ୍ଯୁବରଣ କରିବ ନାହିଁଏବଂ ପରମେଶ୍ବର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ବଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇଶ୍ରାୟେଲ ବଂଶ ରୋଦନ କରନ୍ତୁ।
|