24 |
ଯଦି ଚର୍ମ ଉପରେ ପୋଡାର ଗୋଟିଏ ଘା' ଥାଏ ଓ ସହେି ଦାହର ବଢିଲା ମାଂସ ରେ ରକ୍ତ ଶ୍ବତବେର୍ଣ୍ଣ କିମ୍ବା ଶ୍ବତବେର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତବେେ ଯାଜକ ତାହା ଦେଖିବ। ଯଦି ଉଜ୍ଜ୍ବଳ ଚିହ୍ନ ରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ ଓ ଚର୍ମର ନୀଚସ୍ଥ ଦଖାୟୋଏ, ତବେେ ତାହା କୁଷ୍ଠ ରୋଗ, ତାହା ଅଗ୍ନି ଦାହରୁ ଉତ୍ପନ୍ନ ହାଇେଅଛି। ଆଉ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା କୁଷ୍ଠ ରୋଗ ଅଟେ।
|
51 |
ସେ ସପ୍ତମ ଦିନ ରେ ସହେି ଦାଗ ପରୀକ୍ଷା କରିବ, ଯଦି ବସ୍ତ୍ର ରେ କି ବୁଣା କିମ୍ବା ଉଲ୍ ରେ ଶିଲାଇ କପଡା କିମ୍ବା ଶଣ କିମ୍ବା ଚର୍ମ କିମ୍ବା କୌଣସିଚର୍ମ ଜିନିଷ ରେ ସ ସହେି ଦାଗ ଯଦି ବଢିଥାଏ ତବେେ ତାହା କ୍ଷଯ କୁଷ୍ଠ ଓ ସହେି ବସ୍ତ୍ର ଅଶୁଚି ଅଟେ। ତେଣୁ ସହେି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦଗ୍ଧ କରାୟିବ। କାରଣ ତାହା କ୍ଷଯ କୁଷ୍ଠ, ସହେି ବସ୍ତ୍ର କିମ୍ବା ଚର୍ମ ଅଗ୍ନି ରେ ଦଗ୍ଧ ହବୋ ଉଚିତ୍।
|