27 |
ସେ ଭୂମି ବିକ୍ରୀ ହେଲା ବର୍ଷର ଗଣନା କରୁ ଓ ତଦନୁସା ରେ ଅତିରିକ୍ତ ମୂଲ୍ଯ କ୍ରଯକର୍ତ୍ତାକୁ ଫରୋଇ ଦେଉ। ତହିଁରେ ସେ ପୁନର୍ବାର ନିଜର ଅଧିକାର ଫରୋଇ ନବୋକୁ ୟଥେଷ୍ଟ ଅର୍ଥ ନ ପାଏ, ତବେେ ସେ ଯାହା ବିକ୍ରଯ କରିଅଛି ତାହା ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ କ୍ରଯକର୍ତ୍ତା ହସ୍ତ ରେ ରହିବ। ପୁଣି ତାହା ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହବେ ଓ ପୁନର୍ବାର ସେ ପ୍ରକୃତ ଲୋକର ଅଧିକାରକୁ ଫରେିୟିବ।
|