20 |
ଆଉ ସେ ମଷେକୁ ଖଣ୍ଡ ଖଣ୍ଡ କରି କାଟିଲେ, ମାଶାେ ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମଦେ ଦଗ୍ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ ଜଳ ରେ ଧୌତ କଲେ। ତା'ପରେ ୟଜ୍ଞବଦେୀ ଉପରେ ମାଶାେ ସମସ୍ତ ମଷେକୁ ଦଗ୍ଧ କଲେ। ଏହାଥିଲା ସଦାପ୍ରଭୁଙ୍କ ପାଇଁ ହାମବେଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନବୈେଦ୍ଯ। ମାଶାେ ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଥିଲେ।
|