10 |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।"
|