14 |
ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷଯ ରେ ଏହି ଆଦେଶ ଦେଲେ। "ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କହେି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ୟ୍ଯ ପିତୁଳାଗୁଡିକ ଓ ଧାତୁର ମୂର୍ତ୍ତିଗୁଡିକ ଯାହା କି ତୁମ୍ଭ ଦବେତାଙ୍କ ମନ୍ଦିର ରେ ଅଛି ସହେି ସବୁକୁ ଆମ୍ଭେ ଧ୍ବଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭମାନେେ ଭ୍ରଷ୍ଟ ହାଇେଛ।
|
15 |
ହେ ଯିହୁଦା ଗ୍ଭହଁ! ପର୍ବତ ଆଡକୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ୟୁହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସହେି ମନ୍ଦ ଲୋକ ଆଉ ଆସିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରିପାରିବେ ନାହିଁ। କାହିଁକି ସମାନେେ ଆକ୍ରମଣ କରିପାରିବେ ନାହିଁ? କାରଣ ସହେି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ପାଇଛନ୍ତି।
|