5 |
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।" ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
|
10 |
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।
|