36 |
"ଯାଜକ ହାରୋଣର ପୁତ୍ର ଇଲୀଯାସରକୁ କୁହ, ସେ ଅଗ୍ନି ମଧ୍ଯରୁ ସହେି ସମସ୍ତ ବିଶଷେ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସଠାେରେ ବିଞ୍ଚିଦେଉ। ସମାନେେ ମାେ ବିରୁଦ୍ଧ ରେ ପାପ କରିଥିଲେ, ତେଣୁ ସମାନଙ୍କେର ଜୀବନ ଗଲା। ମାତ୍ର ସହେି ବିଶଷେ ଅଙ୍ଗାରଧାନୀ ଗୁଡିକ ପବିତ୍ର କାରଣ ସଗେୁଡିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇଥିଲା। ଏଣୁ ସେସବୁକୁ ପିଟାପାତ୍ର କରାଯାଉ ଓ ତାହା ୟଜ୍ଞବଦେୀର ଆଚ୍ଛାଦକ ନିମନ୍ତେ ବ୍ଯବହୃତ ହେଉ। ଏହିସବୁ ଇଶ୍ରାୟେଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ବରୂପ ହବେ।"
|