7 |
କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ୟଜ୍ଞବଦେୀ ସମ୍ବନ୍ଧୀଯ ସକଳ ବିଷଯ ରେ ଓ ବିଚ୍ଛଦବେସ୍ତ୍ର ଭିତ ରେ ପବିତ୍ର ସ୍ଥାନ ରେ ଯାଜକତ୍ବ ପାଳନ କରିବ ଓ ସବୋ କରିବ, ଆମ୍ଭେ ଆମ୍ଭର ଦାନଜନିତ ସବୋରୂପେ ତୁମ୍ଭମାନଙ୍କୁ ଯାଜକତ୍ବ ପଦ ଦଲେୁ। ଯଦି କହେି ଅଜଣା ବ୍ଯକ୍ତି ମାରେ ପବିତ୍ରସ୍ଥାନ ନିକଟକୁ ଆ ସେ, ତାକୁ ହତ୍ଯା କରାୟିବ।"
|