21 |
ଯୀଶୁ ଉତ୍ତର ଦେଲେ, "ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।
|