23 |
" ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।
|
34 |
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
|
37 |
"ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
|