1 |
ଯୀଶୁ ଦୃଷ୍ଟାନ୍ତ ମାଧ୍ଯମ ରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, "ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଚାରିପଟେ ପାଚରେୀ କରି ଦଲୋ। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ଯ ତିଆରି କଲା। ସେ କେତକେ କୃଷକଙ୍କୁ ସହେି ବଗିଚାକୁ ଭାଗ ରେ ଦଲୋ, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ଯ ରେ ସେ ସ୍ଥାନ ଛାଡି ଚାଲିଗଲା।
|
14 |
ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, "ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?"
|