17 |
ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।"
|