13 |
"ହାୟ କୋରାଜିନ୍! ହାୟ ବେଥ୍ସାଇଦା! ତୁମ୍ଭମାନଙ୍କ ମଧିଅରେ ମୁଁ ଅନକେ ଆଶ୍ଚର୍ୟ୍ଯକର୍ମ ଦଖାଇେଛି। ଯଦି ଏଗୁଡିକ ସୋର ଓ ସୀଦୋନ ରେ ଲୋକମାନଙ୍କୁ କରା ଯାଇଥାଆନ୍ତା, ତବେେ କବେଠାରୁେ ସମାନେେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡି ଦଇେଥାଆନ୍ତେ। ସମାନେେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦଖାଇବୋ ପାଇଁ ତାର ପ୍ରତୀକ ସ୍ବରୁପ ଅଖା ରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡ ରେ ପାଉଁଶ ବୋଳି ହାଇେଥାଆନ୍ତେ।
|
21 |
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, " ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।
|