20 |
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।
|
45 |
"ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସମାନେେ ଚାହାଁନ୍ତି। ହାଟବଜାର ରେ ଲୋକେ ତାହାଙ୍କୁ ସମ୍ମାନ ଦଖାେନ୍ତୁ ବୋଲି ସମାନେେ ଭଲପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କ ରେ ସବୁଠାରୁ ଶ୍ ରେଷ୍ଠ ଆସନଗୁଡିକ ପାଇବାକୁ ସମାନେେ ଭଲ ପାଆନ୍ତି। ଭୋଜିମାନଙ୍କ ରେ ସବୁଠାରୁ ପ୍ରଧାନ ଆସନ ରେ ବସିବାକୁ ସମାନେେ ଭଲ ପାଆନ୍ତି।
|