47 |
ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସମାନେେ ଏହା କରିବେ, ତବେେ ପରମେଶ୍ବର ସମାନଙ୍କେୁ କ୍ଷମା କରି ଦବେେ। ତୁମ୍ଭମାନେେ ୟିରୁଶାଲମରୁ ଆରମ୍ଭ କରିବ ଓ ମାେ ନାମ ରେ ଏଗୁଡିକ ପ୍ରଚାର କରିବ। ଏହି ସୁସମାଚାର ଓ ପୃଥିବୀ ରେ ନିଶ୍ଚୟ ସମସ୍ତଙ୍କୁ ଶୁଣଇେ ଦିଆୟିବ।
|