13 |
ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।
|
28 |
ଭୂତ ଅନକେ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା' ହାତ ରେ ହାତକଡି ଓ ଗୋଡ ରେ ବଡେି ପକାଇ ପହରା ଭିତ ରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା' ଦହେ ରେ ଥିବା ଭୂତ ତାହାକୁ ଲୋକେ ରହୁ ନଥିବା ନିଛାଟିଆ ଜାଗାକୁ ତଡି ନେଉଥିଲା। ଯୀଶୁ ଭୂତକୁ ସହେି ଲୋକଟି ଦହରେୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗ ରେ ପଡିଯାଇ ଉଚ୍ଚ ସ୍ବର ରେ ପାଟି କରି କହିଲା, " ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମାେ'ଠାରୁ କ'ଣ ଚାହୁଁଛ? ମୁଁ ଅନୁ ରୋଧ କରୁଛି, ମାେତେ ଦଣ୍ଡ ଦିଅ ନାହିଁ।"
|