9 |
ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: "ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।" ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: "ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।"
|