3 |
କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।
|
4 |
ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
|