3 |
ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।
|
26 |
ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।
|
35 |
ଖ୍ରୀଷ୍ଟଙ୍କର ପ୍ ରମେ ଠାରୁ ଆମ୍ଭକୁ କିଏ କ'ଣ ଅଲଗା କରି ପା ରେ? ନା! କଷ୍ଟ କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ?ନା! ସମସ୍ଯା ବା ତାଡନା କ'ଣ ଖ୍ରୀଷ୍ଟଙ୍କର ଶତୃମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଯଦି ଆମ୍ଭ ପାଖ ରେ ଖାଦ୍ୟ ବା ଲୁଗାପଟା ନାହିଁ, ତା ହେଲେ ତାହା କ'ଣ ଖ୍ରୀଷ୍ଟଙ୍କର ପ୍ ରମରେୁ ଆମ୍ଭକୁ ଅଲଗା କରିପା ରେ? ନା! ବିପଦ ବା ମୁତ୍ଯୁ ହେଉନା କାହିଁକି ତାହା କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା!
|
38 |
ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚ ରେ କିଛି ନୁହେଁ, ଗଭୀର ରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତ ରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠା ରେ ଥିବା ପରମାତ୍ମାଙ୍କ ପ୍ ରମେ ଠାରୁ ଆମ୍ଭକୁ କହେି ଅଲଗା କରି ପାରିବେ ନାହିଁ।
|