57 |
କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ ଯେ, ସେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭକୁ ବିଜୟ ପ୍ରଦାନ କରନ୍ତି। 57 ଅତଏବ, ମାେ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ ? ପରମେଶ୍ବରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ୟ୍ଯ କଦାପି ବ୍ଯର୍ଥ ୟିବ ନାହିଁ। ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।
|