9 |
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।
|