7 |
କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖ ରେ ନାହିଁ। କେତକେ ଲୋକ ପୂର୍ବ ଅଭ୍ଯାସ ୟୋଗୁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ କି ନୁହେଁ, ଏ ସମ୍ବନ୍ଧ ରେ ସମାନଙ୍କେର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।
|