10 |
ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
|