23 |
ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ। ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।
|